ଏପ୍ରିଲ୍ ୨ରେ କଳାହାଣ୍ଡି ଓ ୬ରେ ସୁନ୍ଦରଗଡ଼ ଆସିବେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ: ଏପ୍ରିଲ୍ ୬ ତାରିଖ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଓଡ଼ିଶା ଆସୁଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମ୍ ରବିବାର ଦିନ ସୂଚନା ଦେଇଛନ୍ତି।
Sambad is now on WhatsApp
Join and get latest news updates delivered to you via WhatsApp
ସେ ଦିନ ମୋଦି ସୁନ୍ଦରଗଡ଼ରେ ଗୋଟିଏ ସାଧାରଣ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
ଏପ୍ରିଲ୍ ୨ ତାରିଖ ଦିନ ମୋଦି ଓଡ଼ିଶା ଗସ୍ତରେ ଆସି କଳାହାଣ୍ଡି ଠାରେ ସାଧାରଣ ସଭାରେ ଯୋଗ ଦେବେ ବୋଲି କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇ ସାରିଛି।