News Nation
ନୂଆଦିଲ୍ଲୀ: ୨୦୧୯ ଲୋକସଭା ନିର୍ବାଚନରେ ବିଜେପି ଓ ବିଜେପି ନେତୃତ୍ୱାଧୀନ ଏନ୍ଡିଏ ବିପୁଳ ବିଜୟ ହାସଲ କରିବା ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟ୍ଵିଟ୍କରି ଅଭିନନ୍ଦନ ଜଣାଇଛନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ।
କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଅଭିନନ୍ଦନକୁ ସ୍ୱୀକାର କରିବା ସହ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ଟ୍ଵିଟ୍ କରି ତାଙ୍କୁ ଧନ୍ୟବାଦ ବୋଲି ପ୍ରତ୍ୟୁତ୍ତର ଦେଇଛନ୍ତି।
Follow Us