ଅବସରପ୍ରାପ୍ତ ପ୍ରଶାସକ ଡ. ଗୋପବନ୍ଧୁ ଦାଶ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ନିଯୁକ୍ତ

ଭୁବନେଶ୍ୱର: ସୋମବାର ଦିନ ଅବସରପ୍ରାପ୍ତ ପ୍ରଶାସକ ଡ. ଗୋପବନ୍ଧୁ ଦାଶ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଭାବେ ନିଯୁକ୍ତି ପାଇଛନ୍ତି।

ବିଜୁ ଜନତା ଦଳର ସଭାପତି ମାନ୍ୟବର ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ତାଙ୍କୁ ଆଜି ନିଜର ରାଜନୈତିକ ସଚିବ ଭାବେ ନିଯୁକ୍ତ କରିଥିବା କଥା ଏକ ପ୍ରେସ୍‌ ଇସ୍ତାହାର ଜରିଆରେ ବିଜୁ ଜନତା ଦଳର ରାଜ୍ୟ ସଂପାଦକ ବିଜୟ ନାୟକ ଜଣାଇଛନ୍ତି।

ସମ୍ବନ୍ଧିତ ଖବର