ଭୁବନେଶ୍ୱର: ବିଜୁ ଜନତା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ସୁବାସ ଚୌହାନଙ୍କୁ ବିଜୁ ଜନତା ଦଳ ରାଜ୍ୟ ସାଧାରଣ ସଂପାଦକ ସହିତ କଳାହାଣ୍ଡି, ବଲାଙ୍ଗୀର, ବରଗଡ଼ ଏବଂ ସମ୍ବଲପୁର ଜିଲ୍ଲା ପାଇଁ ସହ-ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି ବୋଲି ରାଜ୍ୟ ସଂପାଦକ ବିଜୟ ନାୟକ ଏକ ପ୍ରେସ୍ ଇସ୍ତାହାରରେ ଜଣାଇଛନ୍ତି।
ସୁବାସ ଚୌହାନ ହେଲେ ବିଜେଡି ରାଜ୍ୟ ସାଧାରଣ ସଂପାଦକ
/sambad/media/post_attachments/wp-content/uploads/2019/03/cropped-cfnfu87k_400x4001.jpeg)