ଟିଟିଲାଗଡ଼ ଓ ପଦ୍ମପୁର ନିର୍ବାଚନ ମଣ୍ଡଳୀର ପର୍ଯ୍ୟବେକ୍ଷକ ହେଲେ ସୁଶାନ୍ତ ସିଂହ

ଭୁବନେଶ୍ୱର : ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଆଜି ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂହଙ୍କୁ ଆଜି ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ଼ ନିର୍ବାଚନ ମଣ୍ଡଳୀ ଏବଂ ବରଗଡ଼ ଜିଲ୍ଲାର ପଦ୍ମପୁର ନିର୍ବାଚନ ମଣ୍ଡଳୀ ପାଇଁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି। ଦଳର ରାଜ୍ୟ ସମ୍ପାଦକ ବିଜୟ ନାୟକ ଏନେଇ ପ୍ରେସ୍‌ ବିଜ୍ଞପ୍ତିରେ ସୂଚନା ଦେଇଛନ୍ତି।

ସମ୍ବନ୍ଧିତ ଖବର