ଆଇପିଏଲ : ପନ୍ତଙ୍କ ଅର୍ଦ୍ଧଶତକ, ଚେନ୍ନାଇ ଆଗରେ ୧୬୭ ରନର ଲକ୍ଷ୍ୟ ରଖିଲା ଲକ୍ଷ୍ନୌ

Advertisment

କ୍ଷ୍ନୌର ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଏକନା ଷ୍ଟାଡିୟମଠାରେ ସୋମବାର ଚାଲିଥିବା ଆଇପିଏଲ ୨୦୨୫ର ୩୦ତମ ମ୍ୟାଚରେ ଚେନ୍ନାଇ ସୁପରକିଙ୍ଗସ ଆଗରେ ୧୬୭ ରନର ଲକ୍ଷ୍ୟ ରଖିଛି ଲକ୍ଷ୍ନୌ ସୁପରଜାୟାଣ୍ଟସ୍ ।

କ୍ଷ୍ନୌର ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଏକନା ଷ୍ଟାଡିୟମଠାରେ ସୋମବାର ଚାଲିଥିବା ଆଇପିଏଲ ୨୦୨୫ର ୩୦ତମ ମ୍ୟାଚରେ ଚେନ୍ନାଇ ସୁପରକିଙ୍ଗସ ଆଗରେ ୧୬୭ ରନର ଲକ୍ଷ୍ୟ ରଖିଛି ଲକ୍ଷ୍ନୌ ସୁପରଜାୟାଣ୍ଟସ୍ ।

pant

ଲକ୍ଷ୍ନୌ : ଲକ୍ଷ୍ନୌର ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଏକନା ଷ୍ଟାଡିୟମଠାରେ ସୋମବାର ଚାଲିଥିବା ଆଇପିଏଲ ୨୦୨୫ର ୩୦ତମ ମ୍ୟାଚରେ ଚେନ୍ନାଇ ସୁପରକିଙ୍ଗସ ଆଗରେ ୧୬୭ ରନର ଲକ୍ଷ୍ୟ ରଖିଛି ଲକ୍ଷ୍ନୌ ସୁପରଜାୟାଣ୍ଟସ୍ ।

ଏହି ମ୍ୟାଚରେ ଚେନ୍ନାଇ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରିଥିବା ଲକ୍ଷ୍ନୌ ଆରମ୍ଭରୁ ନିଜର ତାରକା ବ୍ୟାଟ୍ସମ୍ୟାନ ଆଇଡେନ ମାର୍କରାମ ଓ ନିକୋଲାସ ପୁରନଙ୍କ ଓ୍ବିକେଟ ହରାଇ ସଂକଟରେ ପଡ଼ିଥିଲା । ତେବେ ମିଚେଲ ମାର୍ସ ଓ ଅଧିନାୟକ ଋଷଭ ପନ୍ତଙ୍କ ମଧ୍ୟରେ ଏକ ଭଲ ପାର୍ଟନରସିପ୍ ଦେଖିବାକୁ ମିଳିଥିଲା । ମାର୍ସ ୩୦ ରନ କରିଥିବାବେଳେ ପନ୍ତ ଅଧିନାୟକ ଇନିଂସ ଖେଳି ୪୯ଟି ବଲରେ ୬୩ ରନ କରିଥିଲେ । ଆୟୁଷ ବଦୋନି ୨୨ ରନ ଓ ଅବଦୁଲ ସମଦ ୨୦ ରନ କରିଥିଲେ । ଦଳ ନିର୍ଦ୍ଧାରିତ ୨୦ ଓଭରରେ ୭ ଓ୍ବିକେଟ ହରାଇ ୧୬୬ ରନ କରିଥିଲା । ଚେନ୍ନାଇ ପକ୍ଷରୁ ରବୀନ୍ଦ୍ର ଜାଦେଜା ଓ ମଥିସା ପଥିରାନା ୨ଟି ଲେଖାଏଁ ଓ୍ବିକେଟ ନେଇଥିଲେ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe