ମେଲବୋର୍ଣ୍ଣ: ମେଲବୋର୍ଣ୍ଣରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫିର ଚତୁର୍ଥ ମ୍ୟାଚ୍ ଖେଳାଯାଉଛି। ଶନିବାର ମ୍ୟାଚର ତୃତୀୟ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ବିପକ୍ଷରେ ଭାରତୀୟ ଦଳ ୯ ୱିକଟେ ହରାଇ ୩୫୮ ରନ୍ ସଂଗ୍ରହ କରିଛି। ଏହା ସହିତ ଭାରତୀୟ ଦଳ ଅଷ୍ଟ୍ରେଲିଆଠାରୁ ୧୧୬ ରନ୍ ପଛୁଆ ରହିଛି।
ଅଧିକ ପଢ଼ନ୍ତୁ: ରାସ୍ତାକଡ଼ରେ ପିଙ୍ଗା ଯାଇଛି ସରକାରୀ ଔଷଧ
ଦ୍ୱିତୀୟ ଦିନ ଆରମ୍ଭରୁ ଅଷ୍ଟ୍ରେଲିଆ ଦଳ ଚମତ୍କାର ଖେଳି ପ୍ରଥମ ଅଧିବେଶନରେ ୧୫୦ ରନ୍ ସ୍କୋର କରିଥିବାବେଳେ। ମଧ୍ୟାହ୍ନ ଭୋଜନ ବିରତି ପର୍ଯ୍ୟନ୍ତ ଦଳର ସ୍କୋର ୭ ୱିକେଟରେ ୪୫୪ ରହିଥିଲା। ଦୁଇ ଦଳ ମଧ୍ୟରେ ହୋଇଥିବା ଟେଷ୍ଟ ସିରିଜ୍ ବର୍ତ୍ତମାନ ୧-୧ ସ୍ଥିତିରେ ରହିଛି।
ଅଧିକ ପଢ଼ନ୍ତୁ: ଡାଇଭର୍ସନର ଅବରୋଧ ଉପରକୁ ମାଡ଼ିଗଲା କାର: ୨ଗୁରୁତର
Follow Us