Odisha's proud para-athlete Payal Nag Photograph: (sambad.in)
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପାରା ଆଥଲେଟ୍ ପାୟଲ ନାଗଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି, ନିଜର କଠିନ ପରିଶ୍ରମ ବଳରେ ଷଷ୍ଠ ଜାତୀୟ ତୀରନ୍ଦାଜ ପ୍ରତିଯୋଗିତାରେ ସ୍ଵର୍ଣ୍ଣ ପଦକ ବିଜେତା ଓଡ଼ିଶାର ଗର୍ବ।
ତାଙ୍କର ଉଜ୍ଜଳ ଭବିଷ୍ୟତ ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ବୋଲି ମୁଖ୍ୟମନ୍ତୀ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି।
ଅଧିକ ପଢ଼ନ୍ତୁ: ଓଡ଼ିଶାରେ ଆୟୁଷ୍ମାନ ଭାରତ ପାଇଁ ରାଜ୍ୟ ଓ କେନ୍ଦ୍ର ମଧ୍ୟରେ ହେଲା ଚୁକ୍ତିନାମା
Follow Us