ଭାରତୀୟ ମହିଳା ଟେବୁଲ ଟେନିସ୍‌ ଟିମ୍‌କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ

କଟକ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭାରତୀୟ ମହିଳା ଟେବୁଲ ଟେନିସ୍‌ ଟିମ୍‌କୁ ଅଭିନନ୍ଦନ ଜଣାଇଛନ୍ତି। କଟକରେ ଅନୁଷ୍ଠିତ ରାଜ୍ୟଗୋଷ୍ଠୀ ଟେବୁଲ୍‌ ଟେନିସ୍‌ ଚାମ୍ପିଅନସିପ୍‌ରେ ଇଂଲଣ୍ଡକୁ ୩-୦ ସେଟରେ ହରାଇ ଭାରତୀୟ ମହିଳା ଟିମ୍‌ ଚାମ୍ପିଅନ ହେବା ପରେ ନବୀନ ମହିଳା ଟିମ୍‌କୁ ଶୁଭେଚ୍ଛା ଜଣାଇଛନ୍ତି। ସେହିପରି ନବୀନ ଦଳଗତ ଇଭେଣ୍ଟରେ ସ୍ୱର୍ଣ୍ଣ ଜିତିଥିବା ଭାରତୀୟ ମହିଳା ଟିମ୍‌କୁ ଅଭିନନ୍ଦନ ଜଣାଇଛନ୍ତି।

 

ସମ୍ବନ୍ଧିତ ଖବର