ଆବୁଧାବି: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ତ୍ରୟୋଦଶ ସଂସ୍କରଣର ୫୫ତମ ମ୍ୟାଚ୍ରେ ସୋମବାର ଦିଲ୍ଲୀ କ୍ୟାପିଟାଲ୍ସକୁ ଭେଟିଛି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର। ଆବୁଧାବିସ୍ଥିତ ଶେଖ୍ ଜୟେଦ୍ ଷ୍ଟାଡିୟମ୍ରେ ଖେଳାଯାଉଥିବା ଏହି ମ୍ୟାଚ୍ରେ ଦିଲ୍ଲୀ କ୍ୟାପିଟାଲ୍ସ ଟସ୍ ଜିଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ବାଙ୍ଗାଲୋର ଟିମ୍ ବ୍ୟାଟିଂ କରିବ।
ଆଇପିଏଲ୍: ବାଙ୍ଗାଲୋର ବିପକ୍ଷରେ ଟସ୍ ଜିଣି ଦିଲ୍ଲୀର ବୋଲିଂ ନିଷ୍ପତ୍ତି
/sambad/media/post_attachments/wp-content/uploads/2020/09/Virat-Kohli.jpg)