England scored a 172-run victory over Team India Photograph: (Sambad.in)
ରାଜକୋଟ: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ୫ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍ ମଙ୍ଗଳବାର ରାଜକୋଟର ନିରଞ୍ଜନ ଶାହ ଷ୍ଟାଡିୟମରେ ଖେଳାଯାଉଛି। ସିରିଜର ମ୍ୟାଚ୍ରେ ତୃତୀୟ ଥର ପାଇଁ ଟସ୍ ଜିତି ଟିମ୍ ଇଣ୍ଡିଆ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଇଂଲଣ୍ଡ ଦଳ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇ ଧାର୍ଯ୍ୟ ୨୦ ଓଭରରେ ୯ ୱିକେଟରେ ୧୭୧ ରନ୍ କରିଛି। ଫଳରେ ଟିମ୍ ଇଣ୍ଡିଆ ପାଇଁ ବିଜୟ ଲକ୍ଷ୍ୟ ୧୭୨ ରନ୍ ରହିଛି।
Follow Us