ଟସ୍ ଜିତିଲା ଇଂଲଣ୍ଡ: ବ୍ୟାଟିଂ ନିଷ୍ପତ୍ତି

Advertisment

ଟିମ୍ ଇଣ୍ଡିଆ ଏବଂ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାରେ ପ୍ରଥମ ମ୍ୟାଚ୍ ଗୁରୁବାର ନାଗପୁରର ବିଦର୍ଭ କ୍ରିକେଟ୍ ସଂଘ (ଭିସିଏ) ଷ୍ଟାଡିୟମ୍‌ରେ ଖେଳାଯାଉଛି। ମ୍ୟାଚ୍‌ରେ ଇଂଲଣ୍ଡ ଦଳ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି...

Updated On

ଅଦ୍ୟତନ ହୋଇଛି
England win the toss: decide to bat

England win the toss: decide to bat Photograph: (sambad.in)

ନାଗପୁର: ଟିମ୍ ଇଣ୍ଡିଆ ଏବଂ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାରେ ପ୍ରଥମ ମ୍ୟାଚ୍ ଗୁରୁବାର ନାଗପୁରର ବିଦର୍ଭ କ୍ରିକେଟ୍ ସଂଘ (ଭିସିଏ)  ଷ୍ଟାଡିୟମ୍‌ରେ ଖେଳାଯାଉଛି। ମ୍ୟାଚ୍‌ରେ ଇଂଲଣ୍ଡ ଦଳ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଟିମ୍ ଇଣ୍ଡିଆ ପକ୍ଷରୁ ବୋଲିଂ ଆରମ୍ଭ ହୋଇଛି।

ଅଧିକ ପଢ଼ନ୍ତୁ: ୨୧ ଫେବ୍ରୁଆରିରୁ ମାଟ୍ରିକ୍ ପରୀକ୍ଷା: ୩,୧୩୩ କେନ୍ଦ୍ରରେ ପରୀକ୍ଷା, ସମସ୍ତ କେନ୍ଦ୍ରରେ ସିସିଟିଭି କ୍ୟାମେରା

ଶୃଙ୍ଖଳା ଜିତିଥିବା ଦଳ ଆତ୍ମବିଶ୍ବାସର ସହ ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ଯିବ। ଏହା ପୂର୍ବରୁ ଦୁଇଦେଶ ମଧ୍ୟରେ ଖେଳାଯାଇଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାକୁ ଭାରତ ୪-୧ରେ ଜିତିନେଇଛି। ଉଭୟ ଦଳ ଶେଷ ଥର ପାଇଁ ୨୦୨୩ ଏକଦିବସୀୟ ବିଶ୍ବକପ୍‌ରେ ଲକ୍ଷ୍ନୌରେ ଖେଳିଥିଲେ। ଏହି ମ୍ୟାଚ୍‌କୁ ଭାରତ ୧୦୦ ରନ୍‌ର ବଡ଼ ବ୍ୟବଧାନରେ ଜିତି ନେଇଥିଲା।

ଅଧିକ ପଢ଼ନ୍ତୁ:  ଜେନେରାଲ ଶ୍ରେଣୀରେ ଯୋଡ଼ି ହେବ ୬ ହଜାରରୁ ଅଧିକ ବଗି

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe