ସର୍ବଭାରତୀୟ ଅନ୍ତଃବିଶ୍ବବିଦ୍ୟାଳୟ ଦୌଡ଼କୁଦ: ସ୍ବାଧୀନ ମାଝୀଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ବର: ଚେନ୍ନାଇରେ ଚାଲିଥିବା ସର୍ବଭାରତୀୟ ଅନ୍ତଃବିଶ୍ବବିଦ୍ୟାଳୟ ଦୌଡ଼କୁଦ ପ୍ରତିଯୋଗିତାରେ ସମ୍ବଲପୁର ବିଶ୍ବବିଦ୍ୟାଳୟ ଛାତ୍ର ସ୍ବାଧୀନ କୁମାର ମାଝୀ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଉଚ୍ଚ ଡିଆଁରେ ସେ ୨.୧୩ ମିଟର ଲମ୍ଫ ମାରି ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନ ସହ ସ୍ବର୍ଣ୍ଣିମ ସଫଳତା ହାତେଇଛନ୍ତି।

ସମ୍ବନ୍ଧିତ ଖବର