ଦୁବାଇ : ସ୍ଥାନୀୟ ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମଠାରେ ଆଜି ଚଳିତ ଆଇପିଏଲର ୪୦ତମ ମ୍ୟାଚ ସନରାଇଜର୍ସ ହାଇଦ୍ରାବାଦ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଉଛି । ଏହି ମ୍ୟାଚରେ ହାଇଦ୍ରାବାଦ ଟସ୍ ଜିଣି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି ।
ଚଳିତ ଆଇପିଏଲରେ ସନରାଇଜର୍ସ ହାଇଦ୍ରାବାଦ ୯ଟି ମ୍ୟାଚ ଖେଳି ୩ ବିଜୟ ୬ ପରାଜୟ ସହ ୬ ପଏଣ୍ଟ ପାଇଛି ଓ ପଏଣ୍ଟ ଟେବୁଲର ୭ମ ସ୍ଥାନରେ ରହିଛି । ରାଜସ୍ଥାନ ୧୦ ଟି ମ୍ୟାଚ ଖେଳି ୪ ବିଜୟ ଓ ୬ ପରାଜୟ ସହ ୮ ପଏଣ୍ଟ ପାଇଛି ଓ ପଏଣ୍ଟ ଟେବୁଲର ୬ଷ୍ଠ ସ୍ଥାନରେ ରହିଛି ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/10/hyderabad-1.jpg)