ଦକ୍ଷିଣ ଏସୀୟ କ୍ରୀଡ଼ାରେ ଭାରତର ପଦକ ସଂଖ୍ୟା ୨୫୦ ଡେଇଁଲା

କାଠମାଣ୍ଡୁ (ନେପାଳ): ଚଳିତ ତ୍ରୟୋଦଶ ଦକ୍ଷିଣ ଏସୀୟ କ୍ରୀଡ଼ା (ସାଗ୍‌)ରେ ଭାରତର ପଦକ ସଂଖ୍ୟା ୨୫୦ ଡେଇଁଛି। ଏଥିରେ ୧୩୨ ସ୍ବର୍ଣ୍ଣ, ୭୯ ରୌପ୍ୟ ଓ ୪୧ କାଂସ୍ୟ ରହିଛି। ରବିବାର ସପ୍ତମ ଦିବସରେ ଭାରତୀୟ ଖେଳାଳିମାନେ ୨୨ ସ୍ବର୍ଣ୍ଣ, ୧୦ ରୌପ୍ୟ ଓ ୬ କାଂସ୍ୟ ସହ ମୋଟ ୩୮ ପଦକ ଅମଳ କରିଥିଲା।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

ସମ୍ବନ୍ଧିତ ଖବର

Comments are closed.