T20 World Cup: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ ରଖିଲା ଭାରତ

Advertisment

ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ଦ୍ବାରା ପରିଚାଳିତ ଟି୨୦ ବିଶ୍ବକପ୍‌ର ୨୭ତମ ମ୍ୟାଚରେ ଭାରତ ଏବଂ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ଶ୍ରୀଲଙ୍କାର କଲମ୍ବୋସ୍ଥିତ ଆର ପ୍ରେମ‌ଦାସା ଷ୍ଟାଡିୟମରେ ଖେଳ ଜାରି ଥିବା ମ୍ୟାଚ୍‌ରେ ପାକିସ୍ତାନ...

Screenshot 2026-02-15 203748

କଲମ୍ବୋ: ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ଦ୍ବାରା ପରିଚାଳିତ ଟି୨୦ ବିଶ୍ବକପ୍‌ର ୨୭ତମ ମ୍ୟାଚରେ ଭାରତ ଏବଂ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ଶ୍ରୀଲଙ୍କାର କଲମ୍ବୋସ୍ଥିତ ଆର ପ୍ରେମ‌ଦାସା ଷ୍ଟାଡିୟମରେ ଖେଳ ଜାରି ଥିବା ମ୍ୟାଚ୍‌ରେ ପାକିସ୍ତାନ ଟସ୍‌ ଜିଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ଫଳରେ ଭାରତ ବ୍ୟାଟିଂ କରିଥିଲା। ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୭ଟି ୱିକେଟ୍‌ ହରାଇ ୧୭୫ ରନ୍‌ ସଂଗ୍ରହ କରିଛି। ଫଳରେ ପାକିସ୍ତାନକୁ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ ମିଳିଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe