Advertisment

India vs South Africa T20 WC: ଭାରତ ଆଗରେ ୧୮୮ ରନ୍‌ର ବିଜୟ ଲକ୍ଷ୍ୟ ରଖିଲା ଦକ୍ଷିଣ ଆଫ୍ରିକା

Advertisment

ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ଦ୍ବାରା ପରିଚାଳିତ ଟି୨୦ ବିଶ୍ବକପ୍‌-୨୦୨୬ରେ ଆଜି ଭାରତ ଏବଂ ଦକ୍ଷିଣ ଆଫ୍ରିକା ମୁହାଁମୁହିଁ ହୋଇଛନ୍ତି। ଅହମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟରେ ଜାରି ଥିବା ସୁପର-୮ ମୁକାବିଲାରେ ଟସ୍‌ ଜିଣି ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା।

Screenshot 2026-02-22 202814

ଅହମଦାବାଦ: ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ଦ୍ବାରା ପରିଚାଳିତ ଟି୨୦ ବିଶ୍ବକପ୍‌-୨୦୨୬ରେ ଆଜି ଭାରତ ଏବଂ ଦକ୍ଷିଣ ଆଫ୍ରିକା ମୁହାଁମୁହିଁ ହୋଇଛନ୍ତି। ଅହମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟରେ ଜାରି ଥିବା ସୁପର-୮ ମୁକାବିଲାରେ ଟସ୍‌ ଜିଣି ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଫଳରେ ଭାରତ ବୋଲିଂ କରିଥିଲା। ଅତିଥି ଦଳ ନିର୍ଦ୍ଧାରିତ ୨୦ ଓଭରରେ ୭ ୱିକେଟ୍‌ ହରାଇ ୧୮୭ ରନ୍‌ ସଂଗ୍ରହ କରିଛି। ଫଳରେ ଭାରତକୁ ଏହି ମ୍ୟାଚ୍‌ ବିଜୟ ପାଇଁ ୧୮୮ ରନ୍‌ର ଲକ୍ଷ୍ୟ ମିଳିଛି।   

bumra

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତୀୟ ବୋଲର ଚମକପ୍ରଦ ବୋଲିଂ କରିଛନ୍ତି। ସେ ୪ ଓଭର ବୋଲିଂ କରି ଦକ୍ଷିଣ ଆଫ୍ରିକାର ୩ଟି ମୂଲ୍ୟବାନ ୱିକେଟ୍‌ ନେଇଛନ୍ତି। ସେ ମାତ୍ର ୧୫ ରନ୍‌ ଖର୍ଚ୍ଚ କରିଛନ୍ତି। ଅର୍ଶଦୀପ ସିଂହଙ୍କୁ ୨ଟି ୱିକେଟ୍‌ ମିଳିଥିଲା ବେଳେ ବରୁଣ ଚକ୍ରବର୍ତ୍ତୀ ଓ ଶିଭମ ଦୁବେ ଗୋଟିଏ ଲେଖାଏଁ ୱିକେଟ୍‌ ନେଇଛନ୍ତି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe