ମୁମ୍ବାଇ : ମୁମ୍ବାଇର ଓ୍ବାଙ୍ଖଡ଼େ ଷ୍ଟାଡିୟମଠାରେ ଆଜି ଚଳିତ ଆଇପିଏଲର ୧୫ତମ ମ୍ୟାଚ କୋଲକତା ନାଇଟ ରାଇଡର୍ସ ଓ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ଖେଳାଯାଉଛି । ଏହି ମ୍ୟାଚରେ କୋଲକାତା ଟସ ଜିତି ବୋଲିଂ ନିଷ୍ପତ୍ତି ନେଇଛି ।
ଆଇପିଏଲ : ଟସ ଜିତି ବୋଲିଂ ନିଷ୍ପତ୍ତି ନେଲା କୋଲକାତା, ବ୍ୟାଟିଂ କରିବ ଚେନ୍ନାଇ
/sambad/media/post_attachments/wp-content/uploads/2021/04/toss-3.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)