ଆଇପିଏଲ : ଟସ ଜିତି ବୋଲିଂ ନିଷ୍ପତ୍ତି ନେଲା କୋଲକାତା, ବ୍ୟାଟିଂ କରିବ ଚେନ୍ନାଇ

ମୁମ୍ବାଇ : ମୁମ୍ବାଇର ଓ୍ବାଙ୍ଖଡ଼େ ଷ୍ଟାଡିୟମଠାରେ ଆଜି ଚଳିତ ଆଇପିଏଲର ୧୫ତମ ମ୍ୟାଚ କୋଲକତା ନାଇଟ ରାଇଡର୍ସ ଓ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ଖେଳାଯାଉଛି । ଏହି ମ୍ୟାଚରେ କୋଲକାତା ଟସ ଜିତି ବୋଲିଂ ନିଷ୍ପତ୍ତି ନେଇଛି ।

ସମ୍ବନ୍ଧିତ ଖବର