ଅନୁସନ୍ଧାନ କରୁଥିବା ବର୍ଗ

ଖେଳ

ଧୋନିଙ୍କ ଝିଅ ଜିଭାକୁ ଦୁଷ୍କର୍ମ ଧମକ ମିଳିବା ଉପରେ ଏପରି ପ୍ରତିକ୍ରିୟା ରଖିଲେ କ୍ରିକେଟର୍‌ ଇର୍ଫାନ ପଠାନ୍‌ ଓ…

ମୁମ୍ବାଇ: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଚେନ୍ନାଇ ସୁପର କିଙ୍ଗସ(ସିଏସକେ) ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କ ଝିଅ ଜିଭାଙ୍କୁ ଦୁଷ୍କର୍ମ କରିବ‌ାର ଧମକ ଦିଆଯାଇଥିବା କଥା ଧୋନିଙ୍କ ପ୍ରଶଂସକଙ୍କୁ ଆଦୌ ପସନ୍ଦ ଆସିନି। ସୋସିଆଲ୍‌ ମିଡିଆରେ ଧୋନିଙ୍କ ପ୍ରଶଂସକମାନେ ଏହି…
ଅଧିକ ଖବର ଦେଖନ୍ତୁ...

ବିରାଟଙ୍କ ଲଢୁଆ ବ୍ୟାଟିଂ, ଚେନ୍ନାଇ ଆଗରେ ୧୭୦ ରନର ବିଜୟ ଲକ୍ଷ୍ୟ ରଖିଲା ବାଙ୍ଗାଲୋର

ଦୁବାଇ : ଦୁବାଇ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମଠାରେ ଖେଳାଯାଉଥିବା ଆଇପିଏଲ ୨୦୨୦ର ୨୫ ତମ ମ୍ୟାଚରେ  ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଚେନ୍ନାଇ ସୁପର କିଙ୍ଗସ ଆଗରେ ୧୭୦ ରନର ଲକ୍ଷ୍ୟ ରଖିଛି । ଏହି ମ୍ୟାଚରେ ବାଙ୍ଗାଲୋର ଦଳର ଅଧିନାୟକ ବିରାଟ କୋହଲି ଟସ ଜିଣି ପ୍ରଥମେ ବ୍ୟାଟିଂ…
ଅଧିକ ଖବର ଦେଖନ୍ତୁ...

ଆଇପିଏଲ : ରୋମାଞ୍ଚକର ମ୍ୟାଚରେ ପଞ୍ଜାବକୁ ୨ ରନରେ ହରାଇଲା କୋଲକାତା

ଆବୁଧାବି : ଆବୁଧାବିର ଶେଖ ଜାଏଦ ଷ୍ଟାଡିୟମଠାରେ ଚାଲିଥିବା ଆଇପିଏଲ୨୦୨୦ର ଏକ ରୋମାଞ୍ଚକର ମ୍ୟାଚରେ କୋଲକାତା ପଞ୍ଜାବକୁ ୨ ରନରେ ହରାଇଦେଇଛି । ୧୬୫ ରନର ପିଛା କରିବାକୁ ଯାଇ ପଞ୍ଜାବ ଦଳ ଆରମ୍ଭରୁ ସତର୍କତାର ସହ ଖେଳିଥିଲା । ଦଳର ଦୁଇ ଓପନର କେ.ଏଲ. ରାହୁଲ ଓ ମୟଙ୍କ ଅଗ୍ରଓ୍ବାଲ ଦଳକୁ ଏକ…
ଅଧିକ ଖବର ଦେଖନ୍ତୁ...

ଆଇପିଏଲ : ଟସ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ବାଙ୍ଗାଲୋର

ଦୁବାଇ : ଦୁବାଇ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମଠାରେ ଆଜି ଆଇପିଏଲ ୨୦୨୦ର ୨୫ ତମ ତଥା ଆଜିର ୨ୟ ଲିଗ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯାଉଛି । ଏହି ମ୍ୟାଚରେ ବାଙ୍ଗାଲୋର ଦଳର ଅଧିନାୟକ ବିରାଟ କୋହଲି ଟସ ଜିଣି ପ୍ରଥମେ ବ୍ୟାଟିଂ କରିବାକୁ…
ଅଧିକ ଖବର ଦେଖନ୍ତୁ...

ପଞ୍ଜାବ ଆଗରେ ୧୬୫ ରନର ବିଜୟ ଲକ୍ଷ୍ୟ ରଖିଲା କୋଲକାତା

ଆବୁଧାବି : ଆବୁଧାବିର ଶେଖ ଜାୟେଦ ଷ୍ଟାଡିୟମରେ ଖେଳାଯାଉଥିବା ଆଇପିଏଲ ୨୦୨୦ର ୨୪ତମ ମ୍ୟାଚରେ କୋଲକାତା ନାଇଟ୍ ରାଇଡର୍ସ କିଙ୍ଗସ ଇଲେଭେନ ପଞ୍ଜାବ ଆଗରେ ୧୬୫ ରନର ବିଜୟ ଲକ୍ଷ୍ୟ ରଖିଛି । ଆଜି ଟସ ଜିଣି ପ୍ରଥମେ ବ୍ୟାଟିଂ କରିଥିଲା କୋଲକାତା । ତେବେ ଦଳ ଆରମ୍ଭରୁ ହିଁ ଲଗାତାର ଦୁଇଟି…
ଅଧିକ ଖବର ଦେଖନ୍ତୁ...

ଟସ୍‌ ଜିଣି ବ୍ୟାଟିଂ ନିଷ୍ପତ୍ତି ନେଲା କୋଲକାତା

ଆବୁଧାବି : ଆବୁଧାବିର ଶେଖ ଜାୟେଦ ଷ୍ଟାଡିୟମଠାରେ ଆଜି କିଙ୍ଗସ ଇଲେଭେନ ପଂଜାବ ଓ କୋଲକତା ନାଇଟ୍‌ ରାଇଡର୍ସ ମଧ୍ୟରେ ଆଇପିଏଲ ୨୦୨୦ର ୨୪ ତମ ମ୍ୟାଚ ଖେଳାଯାଉଛି । ଏଥିରେ କୋଲକାତାର ଅଧିନାୟକ ଦିନେଶ କାର୍ତ୍ତିକ ଟସ ଜିଣି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଚଳିତ…
ଅଧିକ ଖବର ଦେଖନ୍ତୁ...

ମହେନ୍ଦ୍ର ସିଂହ ଧୋନୀଙ୍କ ଝିଅ ଜିଭାଙ୍କୁ ମିଳିଲା ଦୁଷ୍କର୍ମ ଧମକ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଚେନ୍ନାଇ ସୁପର କିଙ୍ଗସ(ସିଏସକେ) ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କ ଝିଅ ଜିଭାଙ୍କୁ ଦୁଷ୍କର୍ମ କରିବ‌ାର ଧମକ ଦିଆଯାଇଛି। ସୋସିଆଲ ମିଡିଆରେ ମାଧ୍ୟମରେ ମହେନ୍ଦ୍ର ସିଂ ଧୋନି ଏବଂ ତାଙ୍କ ପତ୍ନୀ ସାକ୍ଷୀ ଧୋନିଙ୍କୁ ଏହି ଧମକ…
ଅଧିକ ଖବର ଦେଖନ୍ତୁ...

ପଞ୍ଚମ ବିଜୟ ସହ ଶୀର୍ଷରେ ଦିଲ୍ଲୀ; ବୋଲରଙ୍କ କମାଲ, ରାଜସ୍ଥାନ ୪୬ ରନ୍‌ରେ ହାରିଲା

ସାର୍‌ଜା : ଶୁକ୍ରବାର ଚଳିତ ଆଇପିଏଲ୍‌ (ଇଣ୍ଡିଆନ୍‌ସ ପ୍ରିମିୟର ଲିଗ୍‌)ର ୨୩ତମ ମ୍ୟାଚ୍‌ ଖେଳାଯାଇଥିଲା। ପଏଣ୍ଟ୍‌ ତାଲିକାର ଦ୍ବିତୀୟ ସ୍ଥାନରେ ଥିବା ଦିଲ୍ଲୀ କ୍ୟାପିଟାଲ୍‌ସ ଓ ସପ୍ତମରେ ଥିବା ରାଜସ୍ଥାନ ରୟାଲ୍‌ସ ମୁହାଁମୁହିଁ ହୋଇଥିଲେ। ଦିଲ୍ଲୀ ଦଳ ଅପରିବର୍ତିତ ରହିଥିଲା ବେଳେ ରାଜସ୍ଥାନ…
ଅଧିକ ଖବର ଦେଖନ୍ତୁ...

ନିରୋଳା ଜୀବନ ବିତାଉଛନ୍ତି ହକି କିଂବଦନ୍ତି ସୋହେଲ

ନୂଆଦିଲ୍ଲୀ : ଦୀର୍ଘ ୮ ବର୍ଷ ହେଲା ହକି କିଂବଦନ୍ତି ସୋହେଲ ଆବାସଙ୍କ ସମ୍ପର୍କରେ କିଛି ଖୋଜ ଖବର ନଥିଲା। ୨୦୧୨ ଲଣ୍ଡନ୍ ଅଲିମ୍ପିକ୍ସ ପରେ ଅବସର ନେଇଥିବା ଏହି ମହାନ ପାକିସ୍ତାନୀ ଫରୱାର୍ଡଙ୍କ ସହ ଯୋଗାଯୋଗ କରିବାରେ ଖୁବ୍ କସରତ କରିଥିବା କ୍ରୀଡ଼ା ସାମ୍ବାଦିକ ଯଶପ୍ରୀତ୍ ସାହାଣୀ ଶେଷରେ…
ଅଧିକ ଖବର ଦେଖନ୍ତୁ...

ସିଏସ୍‌କେର କିଛି ବ୍ୟାଟ୍ସମ୍ୟାନ ଦଳକୁ ସରକାରୀ ଚାକିରି ଭାବିନେଇଛନ୍ତି: ସେହୱାଗ

ନୂଆଦିଲ୍ଲୀ : ଆଇପିଏଲ୍‌ରେ ଚେନ୍ନାଇ ସୁପରକିଙ୍ଗ୍ସ (ସିଏସ୍‌କେ)ର ଦୟନୀୟ ପ୍ରଦର୍ଶନ ପାଇଁ ଏବେ ଏହାର ଖେଳାଳିମାନଙ୍କୁ ବିଭିନ୍ନ ମହଲରୁ ସମାଲୋଚନାର ଶିକାର ହେବାକୁ ପଡ଼ୁଛି। ପୂର୍ବତନ କ୍ରିକେଟର୍‌ ବୀରେନ୍ଦ୍ର ସେହବାଗ ସିଧାସଳଖ ବ୍ୟାଟ୍ସମ୍ୟାନଙ୍କୁ କଟାକ୍ଷ କରିବା ସହ ଫ୍ରାଞ୍ଚାଇଜିକୁ ଏକ…
ଅଧିକ ଖବର ଦେଖନ୍ତୁ...