ଆଇପିଏଲ୍‌: କୋଲକାତା ବିପକ୍ଷରେ ଟସ୍‌ ଜିଣି ବୋଲିଂ ନିଷ୍ପତ୍ତି ନେଲା ରାଜସ୍ଥାନ

ଆଇପିଏଲ୍‌: କୋଲକାତା ବିପକ୍ଷରେ ଟସ୍‌ ଜିଣି ବୋଲିଂ ନିଷ୍ପତ୍ତି ନେଲା ରାଜସ୍ଥାନ

Photo: IPL Twitter

ଦୁବାଇ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ତ୍ରୟୋଦଶ ସଂସ୍କରଣର ୫୪ ତମ ମ୍ୟାଚ୍‌ କୋଲକାତା ନାଇଟ୍‌ ରାଇଡର୍ସ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ମୁକାବିଲା ହେଉଛି। ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ୍‌ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଟସ୍‌ ଜିଣି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe