ଆଇପିଏଲ୍‌-୨୦୨୧: ଟସ୍‌ ଜିଣି ରାଜସ୍ଥାନ ରୟାଲ୍ସର ବୋଲିଂ ନିଷ୍ପତ୍ତି, ବ୍ୟାଟିଂ କରିବ କୋଲକାତା

ଆଇପିଏଲ୍‌-୨୦୨୧: ଟସ୍‌ ଜିଣି ରାଜସ୍ଥାନ ରୟାଲ୍ସର ବୋଲିଂ ନିଷ୍ପତ୍ତି, ବ୍ୟାଟିଂ କରିବ କୋଲକାତା

ମୁମ୍ବାଇ: ଚଳିତ ଆଇପିଏଲ୍‌ର ଅଷ୍ଟାଦଶ ମ୍ୟାଚ୍‌ରେ ଶନିବାର ଦୁଇ ସଂଘର୍ଷରତ ପୂର୍ବ ବିଜେତା ଦଳ ରାଜସ୍ଥାନ ରୟାଲ୍ସ ଏବଂ କୋଲକାତା ନାଇଟ୍ ରାଇଡର୍ସ ମୁହାଁମୁହିଁ ହୋଇଛନ୍ତି। ଉଭୟ ଦଳ ୪ଟି ଲେଖାଏଁ ମ୍ୟାଚ୍‌ ଖେଳିସାରିଥିଲେ ମଧ୍ୟ ମାତ୍ର ଗୋଟିଏ ଲେଖାଏଁ ଜିତି ପଏଣ୍ଟ୍ ଟେବୁଲ୍‌ର ନିମ୍ନ ଭାଗରେ ରହିଛନ୍ତି। ତେଣୁ ଆଜିର ମ୍ୟାଚ୍‌ ଜିତି ସ୍ଥିତି ସୁଧାରିବାକୁ ଉଦ୍ୟମ କରିବେ।  ମୁମ୍ବାଇର ୱାଙ୍ଖ୍‌ଡେ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ମ୍ୟାଚ୍‌ ପାଇଁ ଟସ୍‌ ପଡ଼ିଛି। ରାଜସ୍ଥାନ ରୟାଲ୍ସ ଟସ୍‌ ଜିଣି ବୋଲିଂ ନିଷ୍ପତ୍ତି ନେବା ପରେ କୋଲକାତା ନାଇଟ୍‌ ରାଇଡର୍ସ ବ୍ୟାଟିଂ କରିବ।

କୋଲକାତା ନାଇଟ୍ ରାଇଡର୍ସ ଦଳ: ଇଅନ୍ ମୋର୍ଗାନ୍ (ଅଧିନାୟକ), ଦୀନେଶ କାର୍ତ୍ତିକ, ଶୁବମନ ଗିଲ୍‌, ନୀତିଶ ରାଣା, ଟିମ୍ ସିଫର୍ଟ, ରିଙ୍କୁ ସିଂହ, ଆନ୍ଦ୍ରେ ରସେଲ, ସୁନିଲ ନାରାୟଣ, କୁଲଦୀପ ଯାଦବ, ଶିଭମ ମାଭି, ଲୋକି ଫର୍ଗୁସନ୍, ପ୍ୟାଟ୍ କମିନ୍ସ, କମଲେଶ ନାଗରକୋଟି, ସନ୍ଦୀପ ୱାରିୟର୍, ପ୍ରସିଦ୍ଧ କୃଷ୍ଣ, ରାହୁଲ ତ୍ରିପାଠୀ, ବରୁଣ ଚକ୍ରବର୍ତ୍ତୀ, ସକିବ୍ ଅଲ୍ ହାସନ୍‌, ସେଲଡନ୍‌ ଜ୍ୟାକସନ୍‌, ‌ବୈଭବ ଆରୋରା, ହରଭଜନ ସିଂହ, କରୁଣ ନାୟାର୍‌, ବେନ୍‌ କଟିଂ, ଭେଙ୍କଟେଶ ଆୟର୍‌, ପବନ ନେଗି।

ରାଜସ୍ଥାନ ରୟାଲ୍ସ ଦଳ: ସଂଜୁ ସାମସନ୍‌ (ଅଧିନାୟକ ଓ ୱିକେଟରକ୍ଷକ), ଜୋସ୍ ବଟ୍ଟଲର୍‌, ଯଶସ୍ବୀ ଜୟସ୍ବାଲ, ମନନ ଭୋରା, ଅନୂଜ ରାୱତ, ରିୟାନ୍ ପରାଗ, ଡେଭିଡ୍‌ ମିଲର୍‌, ରାହୁଲ ତିୱାତିଆ, ମହିପାଲ୍‌ ଲୋମରର, ଶ୍ରେୟସ ଗୋପାଳ, ମୟଙ୍କ ମାର୍କେଣ୍ଡେ, ଅଣ୍ଡ୍ରିଉ ଟାଇ, ଜୟଦେବ ଉନାଦକତ୍‌, କାର୍ତିକ ତ୍ୟାଗୀ, ଶିଭମ ଦୁବେ, କ୍ରିସ୍‌ ମୋରିସ୍‌, ମୁସ୍ତାଫିଜୁର ରହମାନ, ଚେତନ ସାକାରିଆ, କେସି କାରିଆପ୍ପା, କୁଲଦୀପ ଯାଦବ, ଆକାଶ ସିଂହ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe