ରାଜ୍ୟ କୁସ୍ତି ଉଦ୍‌ଘାଟିତ

ରାଜ୍ୟ କୁସ୍ତି ଉଦ୍‌ଘାଟିତ

ଭୁବନେଶ୍ୱର: ସ୍ଥାନୀୟ ଉତ୍କଳ କରାଟେ ସ୍କୁଲଠାରେ ରାଜ୍ୟ କୁସ୍ତି ପ୍ରତିଯୋଗିତା ଆରମ୍ଭ ହୋଇଛି। ଏହି ପ୍ରତିଯୋଗିତାରେ କଟକ, ପୁରୀ, ଢେଙ୍କାନାଳ, ଅନୁଗୁଳ, ବାଲେଶ୍ୱର,ମୟୂରଭଞ୍ଜ, ସମ୍ବଲପୁର, ନୂଆପଡ଼ା, ସୁନ୍ଦରଗଡ଼, ଗଜପତି, ଓଡ଼ିଶା ପୁଲିସ ଓ ଖୋର୍ଧା ଜିଲ୍ଲାରୁ ୧୦୦ ଜଣ ପୁରୁଷ ଏବଂ ୭୦ ଜଣ ମହିଳା ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ। ଉଦଘାଟନୀ ଉତ୍ସବରେ ବିଶିଷ୍ଠ କ୍ରୀଡ଼ା ସଂଗଠକ ଆଶୀର୍ବାଦ ବେହେରା, ରାଜ୍ୟ କୁସ୍ତି ସଂଘର ସଭାପତି ରାମଚନ୍ଦ୍ର ପାଢ଼ୀ, ସଂପାଦକ ବିନୋଦ ଦାସ, ଖୋର୍ଧା ଜିଲ୍ଲା ସଭାପତି ଚିତ୍ତ ରଞ୍ଜନ ସ୍ୱାଇଁ ସଂପାଦକ ହରି ପ୍ରସାଦ ପଟ୍ଟନାୟକ ଉପସ୍ଥିତ ଥିଲେ। ରବିବାର ପ୍ରତିଯୋଗିତାର ପୁରସ୍କାର ବିତରଣୀ ଉତ୍ସବ ଅନୁଷ୍ଠିତ ହେବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe