ଆଇପିଏଲ୍‌: ବାଙ୍ଗାଲୋର ବିପକ୍ଷରେ ଟସ୍‌ ଜିଣି ହାଇଦ୍ରାବାଦ୍‌ର ବୋଲିଂ ନିଷ୍ପତ୍ତି

ସାରଜା: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣର ୫୨ତମ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ସନରାଇଜର୍ସ ହାଇଦ୍ରାବାଦ୍‌ ମଧ୍ୟରେ ମୁକାବିଲା ହୋଇଛି। ସାରଜା କ୍ରିକେଟ୍‌ ଷ୍ଟାଡିୟମ୍‌ରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ଟସ୍‌ ଜିଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ବିରାଟ କୋହଲିଙ୍କ ନେତୃତ୍ୱରେ ଖେଳୁଥିବା ବାଙ୍ଗାଲୋର ବ୍ୟାଟିଂ କରିବ।

 

ସମ୍ବନ୍ଧିତ ଖବର

Comments are closed.