ଆଇପିଏଲ୍‌: ବାଙ୍ଗାଲୋର ବିପକ୍ଷରେ ଟସ୍‌ ଜିଣି ହାଇଦ୍ରାବାଦ୍‌ର ବୋଲିଂ ନିଷ୍ପତ୍ତି

ସାରଜା: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣର ୫୨ତମ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ସନରାଇଜର୍ସ ହାଇଦ୍ରାବାଦ୍‌ ମଧ୍ୟରେ ମୁକାବିଲା ହୋଇଛି। ସାରଜା କ୍ରିକେଟ୍‌ ଷ୍ଟାଡିୟମ୍‌ରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ଟସ୍‌ ଜିଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ବିରାଟ କୋହଲିଙ୍କ ନେତୃତ୍ୱରେ ଖେଳୁଥିବା ବାଙ୍ଗାଲୋର ବ୍ୟାଟିଂ କରିବ।

 

ସମ୍ବନ୍ଧିତ ଖବର