ଆଇପିଏଲ୍‌: ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ୍‌ ଜିଣି ବୋଲିଂ ନିଷ୍ପତ୍ତି ନେଲା ସନରାଇଜର୍ସ ହାଇଦ୍ରାବାଦ୍‌

ସାରଜା: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୫୬ତମ ମୁକାବିଲା ପାଇଁ ଆଜି ସନରାଇଜର୍ସ ହାଇଦ୍ରାବାଦ୍‌ ଓ ମୁମ୍ବାଇ ଇଣ୍ଡିଆନ୍ସ ମୁହାଁମୁହିଁ ହୋଇଛନ୍ତି। ସାରଜା କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ଟସ୍‌ ଜିଣି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ମୁମ୍ବାଇ ଟିମ୍‌ ପ୍ରଥମେ ବ୍ୟାଟିଂ କରିବ।

 

 

ସମ୍ବନ୍ଧିତ ଖବର

Comments are closed.