MBS News
ସାରଜା: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୫୬ତମ ମୁକାବିଲା ପାଇଁ ଆଜି ସନରାଇଜର୍ସ ହାଇଦ୍ରାବାଦ୍ ଓ ମୁମ୍ବାଇ ଇଣ୍ଡିଆନ୍ସ ମୁହାଁମୁହିଁ ହୋଇଛନ୍ତି। ସାରଜା କ୍ରିକେଟ୍ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍ରେ ସନ୍ରାଇଜର୍ସ ହାଇଦ୍ରାବାଦ୍ ଟସ୍ ଜିଣି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ମୁମ୍ବାଇ ଟିମ୍ ପ୍ରଥମେ ବ୍ୟାଟିଂ କରିବ।
  
 Follow Us