ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟରେ ୩ ଦିନ ସ୍କୁଲ ବନ୍ଦ: ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଲାଗି ରହିଛି। ଏହା ସହିତ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ୩ ଦିନ ସ୍କୁଲ ବନ୍ଦ କରିବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ଏପ୍ରିଲ୍ ୧୮,୧୯ ଏବଂ ୨୦ ସମସ୍ତ ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ସ୍କୁଲ ବନ୍ଦ ରହିବ ବୋଲି ସରକାରଙ୍କ ନିଷ୍ପତ୍ତି ନେଇଛନ୍ତି।

ସମ୍ବନ୍ଧିତ ଖବର