ଓଡ଼ିଶାବାସୀ ଯାହା ଚାହିଁବେ ତାକୁ ଦିଆଯିବ ପ୍ରାଧାନ୍ୟ: ବିଜେଡିର ନିର୍ବାଚନୀ ଇସ୍ତାହାର ନେଇ ଲୋକଙ୍କ ମତାମତ ଲୋଡିଲେ ଭିକେ ପାଣ୍ଡିଆନ
ଭୁବନେଶ୍ବର: ବିଜେଡିର ନିର୍ବାଚନୀ ଇସ୍ତାହାର ନେଇ ଲୋକଙ୍କ ମତାମତ ଲୋଡିଲେ ଭିକେ ପାଣ୍ଡିଆନ। ସେ ଏକ ଭିଡିଓ ଜାରି କରି ଲୋକଙ୍କ ମତାମତ ଲୋଡ଼ିଛନ୍ତି। ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରସ୍ତୁତି ଚାଲିଥିବା ବେଳେ ଏଥିପାଇଁ ମତାମତ ଲୋଡ଼ିଛନ୍ତି।
Sambad is now on WhatsApp
Join and get latest news updates delivered to you via WhatsApp
ପାଣ୍ଡିଆନ କହିଛନ୍ତି, ଏହା ଲୋକଙ୍କ ସରକାର, ମତାମତକୁ ଗୁରୁତ୍ବସହ ମୁଖ୍ୟମନ୍ତ୍ରୀ ଗ୍ରହଣ କରିବେ। ଓଡ଼ିଶାବାସୀ ଯାହା ଚାହିଁବେ, ତାହାକୁ ପ୍ରାଧାନ୍ୟ ଦିଆଯିବ। ସେହି ଅନୁସାରେ ନିର୍ବାଚନୀ ଇସ୍ତାହାର ପ୍ରସ୍ତୁତ ହେବ ବୋଲି ପାଣ୍ଡିଆନ କହିଛନ୍ତି ।
View this post on Instagram