ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଲଖନା ଥାନା ଦଲଦଲି ନିକଟରେ ଅବକାରୀ ବିଭାଗ ଚଢ଼ଉ କରି ୧୦ କେଜି ୩ ଶହ ଗ୍ରାମ୍ ଗଂଜେଇ ଜବତ କରିଛି। ଏହି କାରବାରରେ ସଂପୃକ୍ତ ଥିବା ଅଭିଯୋଗରେ ଦଲଦଲି ଗାଁର ବାସୁଦେବ ହଂସ(୩୦)କୁ ଗିରଫ କରିଛି। ଅବକାରୀ ଆଇନ ଅନୁସାରେ ଏକ ମାମଲା ରୁଜୁ କରି ତାକୁ କୋର୍ଟଚାଲାଣ କରାଯାଇଥିଲା।
ଜାମିନ ନାମଞ୍ଜୁର ହେବାରୁ ତାକୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ସୂଚନା ମିଳିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/01/Arrest-2.jpg)