ବରଗଡ଼: ଅତାବିରା ଥାନା ଅଂଚଳରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗର ଶୁଣାଣି କରି ଜିଲ୍ଲା ପୋକ୍ସୋ ଜଜ୍ ସତ୍ୟରଂଜନ ସାହୁ ଅଭିଯୁକ୍ତ କବିରାଜ ତେଜିକୁ ୧୦ବର୍ଷ ସଶ୍ରମ କାରାଦଣ୍ଡାଦେଶ ସହ ୫୦ ହଜାର ଟଙ୍କା ଜରିମାନା ଆଦେଶ ଶୁଣାଇଛନ୍ତି।
ଏହା ପୂର୍ବରୁ ୨୦ଜଣଙ୍କ ସାକ୍ଷ୍ୟ ଗ୍ରହଣ କରାଯାଇଥିଲା। ସରକାରଙ୍କ ପକ୍ଷରୁ ବିମଲ କିଶୋର ଦେବତା ମାମଲା ପରିଚାଳନା କରୁଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/12/jail-1.jpg)