ଦୁଷ୍କର୍ମ ମାମଲାରେ ୧୦ ବର୍ଷ ଜେଲ୍ ଦଣ୍ଡାଦେଶ

ଶିଶୁକନ୍ୟାକୁ ଦୁଷ୍କର୍ମ ମାମଲାରେ ୫ ବର୍ଷ କାରାଦଣ୍ଡାଦେଶ

ବରଗଡ଼: ଅତାବିରା ଥାନା ଅଂଚଳ‌ରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗର ଶୁଣାଣି କରି ଜିଲ୍ଲା ପୋକ୍ସୋ ଜଜ୍‌ ସତ୍ୟରଂଜନ ସାହୁ ଅଭିଯୁକ୍ତ କବିରାଜ ତେଜିକୁ ୧୦ବର୍ଷ ସଶ୍ରମ କାରାଦଣ୍ଡାଦେଶ ସହ ୫୦ ହଜାର ଟଙ୍କା ଜରିମାନା ଆଦେଶ ଶୁଣାଇଛନ୍ତି।

ଏହା ପୂର୍ବରୁ ୨୦ଜଣଙ୍କ ସାକ୍ଷ୍ୟ ଗ୍ରହଣ କରାଯାଇଥିଲା। ସରକାରଙ୍କ ପକ୍ଷରୁ ବିମଲ କିଶୋର ଦେବତା ମାମଲା ପରିଚାଳନା କରୁଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe