ଭୁବନେଶ୍ବର : ଓଡ଼ିଶା ଡାକ୍ତରୀ ଓ ସ୍ବାସ୍ଥ୍ୟସେବା(ଓଏମ୍ଏଚ୍ଏସ୍) କ୍ୟାଡର ଅଧୀନ ୧୧୮୧ ଏଲୋପ୍ୟାଥିକ ଡାକ୍ତରଙ୍କୁ ବିଭିନ୍ନ ଜିଲ୍ଲାରେ ନିଯୁକ୍ତି ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଏନ୍ଆଇସି, ଭୁବନେଶ୍ବର ପକ୍ଷରୁ ଅନଲାଇନ କାଉନସେଲିଂ ମାଧ୍ୟମରେ ବିଭିନ୍ନ ଜିଲ୍ଲାରେ ନିଯୁକ୍ତି ପାଇଁ ଆଦେଶ ପ୍ରଦାନ କରାଯାଇଛି। ରାଜ୍ୟବାସୀଙ୍କୁ ଗୁଣାତ୍ମକ ସ୍ବାସ୍ଥ୍ୟାସେବା ଯୋଗାଇବା ପାଇଁ ପ୍ରତିବର୍ଷ ଓଡ଼ିଶା ଲୋକସେବା ଆୟୋଗଙ୍କ ଦ୍ବାରା ଡାକ୍ତର ଚୟନ ପ୍ରକ୍ରିୟା କରାଯାଉଛି।
Advertisment
Sambad is now on WhatsApp
Join and get latest news updates delivered to you via WhatsApp