ଭୁବନେଶ୍ୱର : ରାଜ୍ୟ ସରକାର ଆଜି ବିଭିନ୍ନ ପୌରାଞ୍ଚଳରେ କାର୍ଯ୍ୟକାରୀ ହେବାକୁ ଥିବା ୧୨୭ଟି ପ୍ରକଳ୍ପକୁ ମଂଜୁରୀ ଦେଇଛନ୍ତି । ସହରାଞ୍ଚଳ ଭିତ୍ତିଭୂମି ବିକାଶ ପାଣ୍ଠିରୁ ଏଥିପାଇଁ ପ୍ରାୟ ୨୯୫ କୋଟି ମଂଜୁର କରାଯାଇଛି । ଆଜି ମୁଖ୍ୟଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୋର୍ଡ ଅଫ ଡାଇରେକ୍ଟର୍ସ ବୈଠକରେ ଏହି ମଂଜୁରୀ ଦିଆଯାଇଛି । ଏହି ଅବସରରେ ବୋର୍ଡ ବିଭିନ୍ନ ପୌରାଞ୍ଚଳରେ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପଗୁଡ଼ିକର ଅଗ୍ରଗତି ସମୀକ୍ଷା କରାଯାଇଥିଲା ।
୨୯୫ କୋଟି ମୂଲ୍ୟର ୧୨୭ଟି ସହରାଞ୍ଚଳ ପ୍ରକଳ୍ପକୁ ମଂଜୁରୀ

Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)