ଦ୍ୱାଦଶ ଆନ୍ତଃରାଜ୍ୟ ପରିଷଦ ଷ୍ଟାଣ୍ଡିଂ କମିଟି ବୈଠକ ଆରମ୍ଭ, ଯୋଗଦେଲେ ନବୀନ ପଟ୍ଟନାୟକ

ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀ ଠାରେ ଦ୍ୱାଦଶ ଆନ୍ତଃରାଜ୍ୟ ପରିଷଦ ଷ୍ଟାଣ୍ଡିଂ କମିଟି ବୈଠକ ଆରମ୍ଭ ହୋଇଛି। ଗୃହମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଦ୍ୱାଦଶ ଆନ୍ତଃରାଜ୍ୟ ପରିଷଦ ଷ୍ଟାଣ୍ଡିଂ କମିଟି ବୈଠକରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ରମଣସିଂହ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ସିନ୍ଧିଆଙ୍କ ସହିତ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଯୋଗ ଦେଇଛନ୍ତି। ଏହି ବୈଠକରେ ମଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ, ପୋଲାଭରମ, ଓ ମହାନଦୀ ଆଦି ପ୍ରସଙ୍ଗ ଉଠାଇ କେନ୍ଦ୍ରର ହସ୍ତକ୍ଷେପ ଦାବି କରିଛନ୍ତି।।

ସମ୍ବନ୍ଧିତ ଖବର