ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ଗୋଟିଏ ସପ୍ତାହରେ ୧୫ ଜଣ କୋଭିଡ ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ମିଳିଛି।
ସେମାନଙ୍କ ମଧ୍ୟରୁ ୬ ଜଣ ସୁସ୍ଥ ହୋଇଥିବାବେଳେ ଅନ୍ୟ ୯ ଜଣ ଚିକିତ୍ସାଧୀନ ଅଛନ୍ତି। ଆଜି ୨ ଜଣ ଡାକ୍ତର କରୋନା ସଂକ୍ରମିତ ଥିବା ଜଣାପଡ଼ିଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାକୁ ଦାବି ହେଉଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/04/24-13.jpg)