ରାଜ୍ୟ Latest ରାଜ୍ୟରେ ପୂର୍ବାହ୍ନ ୧୧ଟା ସୁଦ୍ଧା ୧୮% ଭୋଟ୍ ଦାନ Advertisment April 23, 2019, 11:43 AM IST 23 Apr 2019 11:43 IST Sambad Digital Follow Us ଭୁବନେଶ୍ୱର: ୩ୟ ପର୍ଯ୍ୟାୟ ନିର୍ବାଚନରେ ମଙ୍ଗଳବାର ପୂର୍ବାହ୍ନ ୧୧ଟା ସୁଦ୍ଧା ୧୮% ମତଦାନ ହୋଇଥିବା କଥା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି। ସକାଳ ୯ଟା ସୁଦ୍ଧା ରାଜ୍ୟରେ ୬% ମତଦାନ ହୋଇଥିଲା।