ଆଇଏଏସ୍‌ ପାହ୍ୟାକୁ ଗଲେ ୧୯ ଓଏଏସ୍‌ ଅଫିସର୍‌

ଭୁବନେଶ୍ବର : ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ର ୧୯ ଜଣ ବରିଷ୍ଠ ଅଧିକାରୀ ପଦୋନ୍ନତି ପାଇଛନ୍ତି। ସେମାନଙ୍କୁ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌)ପାହ୍ୟାକୁ ପଦୋନ୍ନତି ମିଳିଛି। ସେମାନେ ହେଲେ ଗଣେଶ ଚନ୍ଦ୍ର ପାତ୍ର, ଶଶଧର ନାୟକ, ବିକାଶ ଚନ୍ଦ୍ର ମହାପାତ୍ର, ବ୍ରତତୀ ହରିଚନ୍ଦନ, ମନୋଜ କୁମାର ପଟ୍ଟନାୟକ, ସଦାନନ୍ଦ ନାୟକ, ମେରି ଲାକ୍‌ରା, ଦୟାନିଧି ନାୟକ, ଶ୍ରୀନିବାସ ବେହେରା, ଯୁଧିଷ୍ଠିର ନାୟକ, ଉଦୟ ନାରାୟଣ ଦାସ, ସୁଜାତା ସାହୁ, ଗଙ୍ଗାଧର ସାହୁ, ଅଶ୍ବିନୀ କୁମାର ମିଶ୍ର, ରାମଶିଷ ହାଜରା, ସୁଶାନ୍ତ କୁମାର ମହାନ୍ତି, ଜ୍ୟୋତି ପ୍ରକାଶ ଦାସ, ସୀତାଂଶୁ କୁମାର ରାଉତ ଓ କୃଷ୍ଣ ପ୍ରସାଦ ପାଟିଲ୍‌। ଆଜି କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ଏ ନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି।

ସମ୍ବନ୍ଧିତ ଖବର