ଶେଷ ହେଲା ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ, ମାର୍ଚ୍ଚ ୧୧ରୁ ୨ୟ ପର୍ଯ୍ୟାୟ

ଭୁବନେଶ୍ୱର : ଗତ ଫେବ୍ରୁଆରୀ ୧୪ରୁ ଆରମ୍ଭ ହୋଇଥିବା ବିଧାନସଭାର ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ ହୋଇଛି । ବୁଧବାରଦିନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ବିଧାନସଭାକୁ ମାର୍ଚ୍ଚ ୧୧ ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଛନ୍ତି । ମାର୍ଚ୍ଚ ୧୧ରୁ ଏପ୍ରିଲ ୯ ପର୍ଯ୍ୟନ୍ତ ୨ୟ ପର୍ଯ୍ୟାୟ ବଜେଟ ଅଧିବେଶନ ଅନୁଷ୍ଠିତ ହେବ ।

ସମ୍ବନ୍ଧିତ ଖବର