ବିଳମ୍ବିତ ରାତିରେ ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ଜଣଙ୍କ ଜୀବନ

Advertisment
ଦୁର୍ଘଟଣା ନେଲା ୮ ଜୀବନ: ସ୍କୁଟି-ବାଇକ୍ ମୁହାଁମୁହିଁ, ୪ ମୃତ

ଦିଗପହଣ୍ଡି: ବିଳମ୍ବିତ ରାତିରେ ଅଜଣା ଗାଡ଼ି ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ପାଟପୁର ଥାନା ପୋଡ଼ାମାରି ମୁଖ୍ୟ ରାସ୍ତାରେ ଘଟିଛି ଏହି ଘଟଣା। ରାତି ପ୍ରାୟ ୧୨ଟାରେ ରାସ୍ତା ପାର୍ଶ୍ଵରେ ଛିଡ଼ା ହୋଇଥିବା ବେଳେ ଗାଡ଼ି ଧକ୍କା ଦେଇ ଚାଲିଯାଇଥିବା ଜଣାପଡ଼ିଛି। ପୁଲିସ ଘଟଣାର ତଦନ୍ତ କରୁଛି।

ଦୁଇ ମୃତକ ହେଲେ ସାନଖେମୁଣ୍ଡି ପାଟପୁର ଥାନା ପୋଡାମାରି ଗ୍ରାମର ସୀମାଞ୍ଚଳ ପ୍ରଧାନ ଓ ପି. ରାମଚନ୍ଦ୍ରପୁରର ନିରୁ ମହାନ୍ତି। ରାସ୍ତାରେ ଛିଡ଼ା ହୋଇ ଏଦୁହେଁ ଭୁବନେଶ୍ୱର ଯିବା ପାଇଁ ଅପେକ୍ଷା କରିଥିବା ବେଳେ ଦ୍ରୁତ ଗତିରେ ଗୋଟିଏ କାର ଆସି ମଡ଼ାଇ ଚାଲିଯାଇଥିବା ସୂଚନା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe