ଖୋଲିଲା ହୀରାକୁଦ ଜଳଭଣ୍ଡାରର ୨ଟି ଗେଟ୍

ଭୁବନେଶ୍ବର : ଲଘୁଚାପ ଜନିତ ପ୍ରବଳ ବର୍ଷା ପରେ ହୀରାକୁଦ ଜଳଭଣ୍ଡାରେ ଜଳପତ୍ତନ ବୃଦ୍ଧି ପାଇଛି । ଏହାକୁ ଦୃଷ୍ଟିରେ ରଖି କିଛି ସମୟ ପୂର୍ବେ ଜଳଭଣ୍ଡାରର ଦୁଇଟି ଗେଟ୍ ଖୋଲାଯାଇଛି । ମିଳିଥିବା ସୂଚନା ଅନୁସାରେ ସତର୍କ ଘଣ୍ଟି ବାଜିବା ପରେ ହୀରାକୁଦର ୩ ନମ୍ବର ଓ ୭ ନମ୍ବର ଗେଟ୍ ଖୋଲିଛି । ଆଜି ପର୍ଯ୍ୟାୟକ୍ରମେ ମୋଟ ୬ଟି ଗେଟ ଖୋଲାଯିବ ।

ସମ୍ବନ୍ଧିତ ଖବର