ଜୟଦେବ ବିଧାୟକ ଅରବିନ୍ଦ ଢାଲି ଓ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକଙ୍କ ସଭ୍ୟପଦ ରଦ୍ଦ

Advertisment
ଜୟଦେବ ବିଧାୟକ ଅରବିନ୍ଦ ଢାଲି ଓ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକଙ୍କ ସଭ୍ୟପଦ ରଦ୍ଦ

ଭୁବନେଶ୍ବର:  ଜୟଦେବ ବିଧାୟକ ଅରବିନ୍ଦ ଢାଲି ଓ ତେଲକୋଇ ପ୍ରେମାନନ୍ଦ ନାୟକଙ୍କ ସଭ୍ୟପଦ ରଦ୍ଦ ହୋଇଛି। ଏନେଇ ଆଜି ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଉଭୟେ ବିଜେଡି ଛାଡ଼ି ବିଜେପିରେ ଯୋଗ ଦେବା ପରେ ଏନେଇ ସରକାରୀ ଦଳର ମୁଖ୍ୟ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏହାପରେ ବାଚସ୍ପତି ଉଭୟଙ୍କର ସଭ୍ୟପଦ ରଦ୍ଦ କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe