ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ମୁଖ୍ୟ କାରାଗାର ପାଚେରୀ ଡେଇଁ ଦୁଇ କଏଦୀ ଫେରାର ହୋଇଥିବାର ଖବର ମିଳିଛି। ଦୁଇ କଏଦୀଙ୍କ ନାମ ସିକନ୍ଦର ଜାଲ ଓ ନୀଳମଣି ବିଭାର। ଉଭୟେ ପୋସ୍କୋ ଆକ୍ଟରେ କାରାଗାରରେ ଥିଲେ। ସକାଳୁ ବଗିଚା କାମ କରୁଥିବା ବେଳେ ପାଚେରୀ ଦେଇ ଚମ୍ପଟ ମାରିଥିଲେ ଦୁଇ କଏଦୀ।
ଜିଲ୍ଲା ମୁଖ୍ୟ କାରାଗାରରୁ ୨ କଏଦୀ ଫେରାର
/sambad/media/post_attachments/wp-content/uploads/2024/04/sddefault.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)