ଜିଲ୍ଲା ମୁଖ୍ୟ କାରାଗାରରୁ ୨ କଏଦୀ ଫେରାର

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ମୁଖ୍ୟ କାରାଗାର ପାଚେରୀ ଡେଇଁ ଦୁଇ କଏଦୀ ଫେରାର ହୋଇଥିବାର ଖବର ମିଳିଛି। ଦୁଇ  କଏଦୀଙ୍କ ନାମ ସିକନ୍ଦର ଜାଲ ଓ ନୀଳମଣି ବିଭାର। ଉଭୟେ ପୋସ୍କୋ ଆକ୍ଟରେ କାରାଗାରରେ ଥିଲେ। ସକାଳୁ ବଗିଚା କାମ କରୁଥିବା ବେଳେ ପାଚେରୀ ଦେଇ ଚମ୍ପଟ ମାରିଥିଲେ ଦୁଇ କଏଦୀ।

ସମ୍ବନ୍ଧିତ ଖବର