ରାଜ୍ୟ କଳାହାଣ୍ଡି ଜିଲ୍ଲା ମୁଖ୍ୟ କାରାଗାରରୁ ୨ କଏଦୀ ଫେରାର 07 Apr 2024 11:40 IST Sambad Digital Follow Us Odisha Bytes ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ମୁଖ୍ୟ କାରାଗାର ପାଚେରୀ ଡେଇଁ ଦୁଇ କଏଦୀ ଫେରାର ହୋଇଥିବାର ଖବର ମିଳିଛି। ଦୁଇ କଏଦୀଙ୍କ ନାମ ସିକନ୍ଦର ଜାଲ ଓ ନୀଳମଣି ବିଭାର। ଉଭୟେ ପୋସ୍କୋ ଆକ୍ଟରେ କାରାଗାରରେ ଥିଲେ। ସକାଳୁ ବଗିଚା କାମ କରୁଥିବା ବେଳେ ପାଚେରୀ ଦେଇ ଚମ୍ପଟ ମାରିଥିଲେ ଦୁଇ କଏଦୀ।