ଆଜିଠୁ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା

ଯୁକ୍ତ୨ରେ ଲକ୍ଷେ ୨୦ ହଜାର ସିଟ୍‌ ଖାଲି : ବିଜ୍ଞାନ ବିଭାଗରେ ୬୦ ହଜାର ସିଟ୍‌ ବଳକା, ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ବିଳମ୍ବକୁ ନେଇ ଅସନ୍ତୋଷ

photo by : telegraphindia.com

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ(ଯୁକ୍ତ୨ କଲେଜ)ରେ ଖାଲିଥିବା ସିଟ୍‌ ପୂରଣ ପାଇଁ ବୁଧବାରଠାରୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ଅଗଷ୍ଟ ୧ରୁ ‘www.samodisha.gov.in’ରେ କମନ୍‌ ଆପ୍ଲିକେସନ୍‌ ଫର୍ମ (ସିଏଏଫ୍‌) ଉପଲବ୍ଧ ହେବ। ଅଗଷ୍ଟ ୭ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଆବେଦନ କରିପାରିବେ। ଅଗଷ୍ଟ ୧୧ରୁ ୧୪ ମଧ୍ୟରେ ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀଙ୍କ ନାମଲେଖା ଅନୁଷ୍ଠିତ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe