ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ ଚାଲିଗଲା ଦୁଇ ଶ୍ରମିକଙ୍କ ଜୀବନ

Advertisment
ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ ଚାଲିଗଲା ଦୁଇ ଶ୍ରମିକଙ୍କ ଜୀବନ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା କଣ୍ଟାବଣିଆ ଥାନା ମାନପୁର ଗାଁରେ  ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ ଇଟାଭାଟିରେ କାମ କରୁଥିବା ୨ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏଥିରେ ଆଉ ଜଣେ ଗୁରୁତରଙ୍କୁ ପ୍ରଥମେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ଗତକାଲି ରାତିରେ ମୋବାଇଲ୍ ଚାର୍ଜ କରିବା ଲାଗି ଶ୍ରମିକମାନେ ଜେନେରେଟର ଚଲାଇଥିଲେ। ହେଲେ ସେମାନେ ତାକୁ ବନ୍ଦ କରିବାକୁ ଭୁଲିଯାଇଥିଲେ। ପରେ ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ ୨ଜଣଙ୍କ ମୃତ୍ୟୁ ଘଟିଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe