ପୁରୀ: ପବିତ୍ର ରାମନବମୀ ଉପଲକ୍ଷେ ପୁରୀ ବେଳାଭୂମିରେ ଶ୍ରୀରାମଙ୍କ ସୁନ୍ଦର କଳାକୃତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ତିଆରି କରିଛନ୍ତି। ପ୍ରଭୁ ଶ୍ରୀରାମଙ୍କ ଏହି ସୁନ୍ଦର କଳାକୃତି ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ୨୦ ଫୁଟର ବାଲକ୍ ରାମଙ୍କ ଏହି ବାଲୁକା କଳାରେ ପ୍ରାୟ ୧୨ ଟନ୍ ବାଲି ବ୍ୟବହାର କରାଯାଇଥିବା ସୂଚନା ଦେଇଛନ୍ତି ସୁଦର୍ଶନ। ବାଲକ୍ ରାମଙ୍କ ଏହି ବାଲୁକା କଳା ଦେଖିବାକୁ ସମୁଦ୍ର ବେଳାଭୂମିରେ ପର୍ଯ୍ୟଟକଙ୍କ ଭିଡ଼ ଜମିବାରେ ଲାଗିଛି।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us