କ୍ୟାବିନେଟ ବୈଠକରେ ୨୦ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବର:  ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକ ଶେଷ ହୋଇଛି। ଏହି  ବୈଠକରେ ୨୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଥିବା ସୂଚନା ରହିଛି।  ପଞ୍ଚାୟତିରାଜ ବିଭାଗର ୭ଟି ଓ ଅର୍ଥ ବିଭାଗର ଗୋଟିଏ ପ୍ରସ୍ତାବ ଅନୁମୋଦିତ ହୋଇଥିବା ବେଳେ  ଉଚ୍ଚଶିକ୍ଷା, ସ୍ବାସ୍ଥ୍ୟ ଓ ବୈଷୟିକ ଶିକ୍ଷା ବିଭାଗର ଗୋଟିଏ ଲେଖାଏଁ  ଏବଂ ଶିଳ୍ପ ବିଭାଗର ୨ଟି ପ୍ରସ୍ତାବକୁ ମଧ୍ୟ ଅନୁମୋଦନ ମିଳିଥିବା ଜଣାପଡ଼ିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

ସମ୍ବନ୍ଧିତ ଖବର

Comments are closed.