କ୍ୟାବିନେଟ ବୈଠକରେ ୨୦ଟି ପ୍ରସ୍ତାବକୁ ଅନୁମୋଦନ

Advertisment
‘ମୋ ସରକାର’ରେ ସାମିଲ ହେଲା ପଞ୍ଚାୟତିରାଜ ବିଭାଗ ଓ ପାନୀୟ ଜଳ ବିଭାଗ

The Statesman

ଭୁବନେଶ୍ବର:  ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକ ଶେଷ ହୋଇଛି। ଏହି  ବୈଠକରେ ୨୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଥିବା ସୂଚନା ରହିଛି।  ପଞ୍ଚାୟତିରାଜ ବିଭାଗର ୭ଟି ଓ ଅର୍ଥ ବିଭାଗର ଗୋଟିଏ ପ୍ରସ୍ତାବ ଅନୁମୋଦିତ ହୋଇଥିବା ବେଳେ  ଉଚ୍ଚଶିକ୍ଷା, ସ୍ବାସ୍ଥ୍ୟ ଓ ବୈଷୟିକ ଶିକ୍ଷା ବିଭାଗର ଗୋଟିଏ ଲେଖାଏଁ  ଏବଂ ଶିଳ୍ପ ବିଭାଗର ୨ଟି ପ୍ରସ୍ତାବକୁ ମଧ୍ୟ ଅନୁମୋଦନ ମିଳିଥିବା ଜଣାପଡ଼ିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe